ଭାରତର ସାହାଯ୍ୟ ଭୁଲି ହେବନାହିଁ: ଡୋନାଲଡ୍ ଟ୍ରମ୍ପ୍

ନିୟୁୟର୍କ: କରୋନାଭାଇରସ୍ ବିରୋଧରେ ସଂଗ୍ରାମ ନିମନ୍ତେ ଭାରତ ମ୍ୟାଲେରିଆ ନିରୋଧୀ ଔଷଧ ହାଇଡ୍ରୋକ୍ସିକ୍ଲୋରୋକୁଇନ୍ ପଠାଇବାକୁ ନିଷ୍ପତ୍ତି ନେଇଥିବାରୁ ବୁଧବାର ଦିନ ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଡୋନାଲଡ୍ ଟ୍ରମ୍ପ୍ ଭାରତକୁ ଧନ୍ୟବାଦ ଜ୍ଞାପନ କରିଛନ୍ତି। ଟୁଇଟ୍ କରି ଟ୍ରମ୍ପ୍ ଲେଖଛନ୍ତି ଯେ ଅସ୍ୱାଭାବିକ ପରିସ୍ଥିତିରେ ବନ୍ଧୁମାନଙ୍କର ସହଯୋଗ ଆହୁରି ନିବିଡ଼ ହୋଇଉଠେ। ହାଇଡ୍ରୋକ୍ସିକ୍ଲୋରୋକୁଇନ୍ ନିଷ୍ପତ୍ତି ନିମନ୍ତେ ଭାରତ ଓ ଭରତବାସୀଙ୍କୁ ଧନ୍ୟବାଦ! ଏହା ଅବିସ୍ମରଣୀୟ! ଏହି ଲଢ଼େଇରେ ଖାଲି ଭାରତ ନୁହେଁ … Continue reading ଭାରତର ସାହାଯ୍ୟ ଭୁଲି ହେବନାହିଁ: ଡୋନାଲଡ୍ ଟ୍ରମ୍ପ୍