ରାଜ୍ୟରେ ପୁଣି ୨ କରୋନା ଆକ୍ରାନ୍ତ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୪୪ ହେଲା

ଭୁବନେଶ୍ୱର: ପୁଣି ଦୁଇ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେଲେ। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି। ଢ଼େଙ୍କାନାଳ ଟାଉନରୁ ଜଣେ ୫୧ ବର୍ଷୀୟ ମହିଳା କରୋନା ଆକ୍ରାନ୍ତ ବୋଲି ଜଣାପଡ଼ିଛି। ଏଥିସହ ପଶ୍ଚିମବଙ୍ଗର ମେଦିନ ପୁରରୁ ଆସି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣେ ୬୯ ବର୍ଷିୟ ବ୍ୟକ୍ତି କରୋନା ଆକ୍ରାନ୍ତ ଥିବା ଚିହ୍ନଟ ହୋଇଛନ୍ତି। … Continue reading ରାଜ୍ୟରେ ପୁଣି ୨ କରୋନା ଆକ୍ରାନ୍ତ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୪୪ ହେଲା