ପୁଣି ୫ କରୋନା ଆକ୍ରନ୍ତ ଚିହ୍ନଟ:ରାଜ୍ୟରେ ସଂଖ୍ୟା ୬୦ ହେଲା

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ରାଜ୍ୟ ସରକାରଙ୍କ ସମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦିଆଯାଇଛି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଛି। ଆଜି ସକାଳୁ ଜଣେ ଓ ସନ୍ଧ୍ୟାରେ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସକାଳୁ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ଯାଜପୁର ଅଞ୍ଚଳର ଓ ତାଙ୍କର ବୟସ ୬୫ ବର୍ଷ। ସେହିଭଳି … Continue reading ପୁଣି ୫ କରୋନା ଆକ୍ରନ୍ତ ଚିହ୍ନଟ:ରାଜ୍ୟରେ ସଂଖ୍ୟା ୬୦ ହେଲା