ମେ ୩ ତାରିଖ ରାତି ୧୨ଟାଯାଏଁ ଯାତ୍ରୀବାହୀ ରେଳ ଚଳାଚଳ ବନ୍ଦ ରହିବ: ରେଳ ମନ୍ତ୍ରାଳୟ

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ମୋଦୀ ଲକ୍‌ଡାଉନ୍ ସମୟସୀମା ଆହୁରି ୧୯ ଦିନ ବୃଦ୍ଧି କରିବା ପରେ ଭାରତୀୟ ରେଳବାଇ ମେ ୩ ତାରିଖ ପର୍ଯ୍ୟନ୍ତ ଯାତ୍ରୀ ସେବା ବାତିଲ କରିଛି। ଏ ସଂକ୍ରାନ୍ତରେ ଟୁଇଟ୍ କରି ରେଳ ମନ୍ତ୍ରାଳୟ କହିଛି ଯେ ପ୍ରିମିୟମ ଟ୍ରେନ୍, ମେଲ୍/ଏକ୍ସ‌େପ୍ରେସ୍ ଟ୍ରେନ୍, ପାସେଞ୍ଜର୍ ଟ୍ରେନ୍, ସବ୍ଅର୍ବାନ୍‌ ଟ୍ରେନ୍, କୋଲ୍‌କାତା ମେଟ୍ରୋ ରେଲ୍, କୋଙ୍କଣ ରେଲ୍‌ୱେ ଇତ୍ୟାଦି ସମେତ ଭାରତୀୟ ରେଳବାଇର ସମସ୍ତ ଯାତ୍ରୀବାହୀ ଟ୍ରେନ୍ … Continue reading ମେ ୩ ତାରିଖ ରାତି ୧୨ଟାଯାଏଁ ଯାତ୍ରୀବାହୀ ରେଳ ଚଳାଚଳ ବନ୍ଦ ରହିବ: ରେଳ ମନ୍ତ୍ରାଳୟ