କରୋନା ପ୍ରଭାବ: ୧୧.୭ କୋଟି ଶିଶୁଙ୍କୁ ମିଳିମିଳା ବିପଦ

ନୂଆଦିଲ୍ଲୀ: ବିଶ୍ୱବ୍ୟାପୀ ୧୧ କୋଟି ୭୦ ଲକ୍ଷ ଶିଶୁ ମିଳିମିଳା ରୋଗ ଭୋଗିବାର ଆଶଙ୍କା ଦେଖାଦେଇଛି। ଏବେ ବରୋନା ବିଶ୍ୱମହାମାରୀ ମୁକାବିଲା ପାଇଁ ଶତାଧିକ ଦେଶ ଲକ୍‌ଡାଉନ୍‌ରେ ଥିବା ବେଳେ ଶିଶୁମାନଙ୍କୁ ବିଭିନ୍ନ ଟିକାଦାନ ସେବାରେ ଗୁରୁତର ସଂକଟ ଉପୁଜିଛି। ସାଧାରଣତଃ ବିଦ୍ୟାଳୟରେ ବା ବିଭିନ୍ନ ସମାଗମ ସ୍ଥଳରେ ଏକାଦିକ୍ରମେ ବହୁସଂଖ୍ୟକ ଶିଶୁଙ୍କୁ ଟିକାଦାନ କରାଯାଇଥାଏ। ସେଭଳି ସ୍ଥିତି ସୃଷ୍ଟି କରିବା ଏବେ ଅସମ୍ଭବ ଥିବା ବେଳେ ମିଳିମିଳା ଜ୍ୱର … Continue reading କରୋନା ପ୍ରଭାବ: ୧୧.୭ କୋଟି ଶିଶୁଙ୍କୁ ମିଳିମିଳା ବିପଦ