ଭାରତରେ କରୋନାଭାଇରସ୍: ୧୧୪୩୯ ଆକ୍ରାନ୍ତ, ୧୩୦୫ ସୁସ୍ଥ ଓ ୩୭୭ ମୃତ

ନୂଆଦିଲ୍ଲୀ: ଏପ୍ରିଲ୍ ୧୫ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୧୧୪୩୯ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୩୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି। ବାକି ୩୭୭ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତବ୍ୟକ୍ତିମାନଙ୍କ ମଧ୍ୟରେ ଅଛନ୍ତି ଆନ୍ଧ୍ରପ୍ରଦେଶରେ ୯ … Continue reading ଭାରତରେ କରୋନାଭାଇରସ୍: ୧୧୪୩୯ ଆକ୍ରାନ୍ତ, ୧୩୦୫ ସୁସ୍ଥ ଓ ୩୭୭ ମୃତ