ରାଜ୍ୟର ୭୪ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ପଶ୍ଚିମବଙ୍ଗରୁ ଫେରିଛନ୍ତି ୨୪ ଜଣ

ଭୁବନେଶ୍ୱର: ରାଜ୍ୟର ୭୪ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ପଶ୍ଚିମବଙ୍ଗରୁ ୨୪ ଜଣ ଫେରିଛନ୍ତି। ଏମାନଙ୍କୁ ପଞ୍ଚାୟତ ସ୍ତରରେ ନିର୍ମାଣ ହୋଇଥିବା କ୍ୱାରେଣ୍ଟାଇନରେ ରହିବାକୁ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି। କୋଭିଡ-୧୯ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚୀ ଆଜି ଏହି ସୂଚନା ଦେଇଛନ୍ତି। ଗୀତଗୋବିନ୍ଦ ସଦନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ବାଗଚୀ କହିଛନ୍ତି, ପ୍ରତ୍ୟେକ ପଞ୍ଚାୟତରେ କରୋନା ମୁକାବିଲା ପାଇଁ ବ୍ୟବସ୍ଥା ହୋଇଛି। ବାହାରୁ ଫେରିଥିବା ଲୋକେ ୧୪ ଦିନ … Continue reading ରାଜ୍ୟର ୭୪ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ପଶ୍ଚିମବଙ୍ଗରୁ ଫେରିଛନ୍ତି ୨୪ ଜଣ