ରାଜ୍ୟରେ ଆଉ ୩ ପଜିଟିଭ୍ ଚିହ୍ନଟ : ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୨ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଆଉ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ରାଜ୍ୟରେ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୨ରେ ପହଞ୍ଚିଲା। ତେବେ ତିନି ଜଣ ପଜିଟିଭ୍ ଭଦ୍ରକ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୧୧ରେ ପହଞ୍ଚିଲା। ଏହି ୩ ଆକ୍ରାନ୍ତଙ୍କ ଗସ୍ତ ଇତିହାସ ନେଇ ଅନୁସନ୍ଧାନ ଆରମ୍ଭ ହୋଇଛି। ବର୍ତମାନ ସୁଦ୍ଧା ରାଜ୍ୟରେ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୪୬ … Continue reading ରାଜ୍ୟରେ ଆଉ ୩ ପଜିଟିଭ୍ ଚିହ୍ନଟ : ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୨ ଛୁଇଁଲା