ଭୁବନେଶ୍ୱରର ଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର:ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାଯାଇଛି। ସେ ଭୁବନେଶ୍ୱରର ବୋଲି ଜଣାଯାଇଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ ରାଜ୍ୟରେ ଏବେ ସୁଦ୍ଧା ୩୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଭୁବନେଶ୍ୱର ଧୀରେ ଧୀରେ କରୋନା ମୁକ୍ତ ହେଉଛି। ରାଜଧାନୀରେ ଲଗାତାର କରୋନା ରୋଗୀଙ୍କ ସଂଖ୍ୟା ବଢ଼ୁଥିବା ଯୋଗୁଁ … Continue reading ଭୁବନେଶ୍ୱରର ଜଣେ କରୋନା ଆକ୍ରାନ୍ତ ସୁସ୍ଥ