ଲକଡାଉନ୍ ପରେ ରଥଯାତ୍ରା ନିଷ୍ପତ୍ତି, ମେ’ ୩ ପର୍ଯ୍ୟନ୍ତ ରଥ ନିର୍ମାଣ ଆରମ୍ଭ ହୋଇପାରିବ ନାହିଁ : ଗଜପତି ମହାରାଜ

ଭୁବନେଶ୍ୱର: ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା ସଂପର୍କିତ ନିଷ୍ପତ୍ତି ମେ’ ୩ ତାରିଖ ପରେ ନିଆଯିବ। ଯେହେତୁ ମହାପ୍ରଭୁଙ୍କ ରଥଯାତ୍ରା ଓ ସ୍ନାନଯାତ୍ରା ଜୁନ୍ ମାସରେ ପଡ଼ୁଛି ତେଣୁ ମେ ୩ ତାରିଖରେ ଲକଡାଉନ୍ ଅବଧି ସରିବା ପରେ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ନୂତନ ଗାଇଡଲାଇନ୍ ଅନୁସାରେ ନିଷ୍ପତ୍ତି ନିଆଯିବ। ମେ ୩ରେ କିମ୍ବା ଏହା ପରେ ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ ବସି … Continue reading ଲକଡାଉନ୍ ପରେ ରଥଯାତ୍ରା ନିଷ୍ପତ୍ତି, ମେ’ ୩ ପର୍ଯ୍ୟନ୍ତ ରଥ ନିର୍ମାଣ ଆରମ୍ଭ ହୋଇପାରିବ ନାହିଁ : ଗଜପତି ମହାରାଜ