ବସରେ ଫେରିବେ ପ୍ରବାସୀ ଶ୍ରମିକ:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର:ଗୁଜରାଟରେ ଫସିଥିବା ଓଡ଼ିଆ ଶ୍ରମିକମାନଙ୍କୁ ରାଜ୍ୟକୁ ଫେରାଇ ଆଣିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବଡ ନିଷ୍ପତ୍ତି ନିଆଯାଇଛି। ନିଷ୍ପତ୍ତି ଅନୁଯାୟୀ, ବସ୍ ଯୋଗେ ରାଜ୍ୟକୁ ଫେରିବେ ପ୍ରବାସୀ ଓଡ଼ିଆ ଶ୍ରମିକ। ଆଜି ଏ ନେଇ ଗୁଜରାଟର ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଆଲୋଚନାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅଂଶଗ୍ରହଣ କରିଥିଲେ। ପ୍ରବାସୀ ଓଡ଼ିଆଙ୍କୁ ରାଜ୍ୟକୁ ନିରାପଦରେ ଫେରାଇ ଆଣିବାକୁ ଉଭୟଙ୍କ ସହ … Continue reading ବସରେ ଫେରିବେ ପ୍ରବାସୀ ଶ୍ରମିକ:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ