ବଲିଉଡ୍ ଅଭିନେତା ଇର୍‌ଫାନ୍ ଖାଁଙ୍କ ଦେହାନ୍ତ

ଶୋକ ଜଣାଇ ଟୁଇଟ କଲେ ପ୍ରଧାନମନ୍ତ୍ରୀ ମୋଦୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ମୁମ୍ବାଇ: ଅନ୍ତଃନଳୀ ସଂକ୍ରମଣରେ ଆକ୍ରାନ୍ତ ହୋଇଥିବା ବଲିଉଡ୍ ଅଭିନେତା ଇର୍‌ଫାନ୍ ଖାଁ ପରଲୋକ ଗମନ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ହୋଇଥିଲା। ମଙ୍ଗଳବାର ଦିନ ତାଙ୍କୁ ମୁମ୍ବାଇର କୋକିଲାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ତାଙ୍କ ମୃତ୍ୟୁ ସମାଚାର ଚଳଚ୍ଚିତ୍ର ନିର୍ମାତା ସୁଜିତ୍ ସରକାର୍ ଟୁଇଟର୍‌ରେ … Continue reading ବଲିଉଡ୍ ଅଭିନେତା ଇର୍‌ଫାନ୍ ଖାଁଙ୍କ ଦେହାନ୍ତ