ପ୍ରକାଶ ପାଇଲା ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଚୂଡ଼ାନ୍ତ ତାଲିକା: ଓଡ଼ିଶାର ୩ ଜିଲ୍ଲା ରେଡ୍, ୬ ଜିଲ୍ଲା ଅରେଞ୍ଜ୍‌ ଓ ୨୧ ଜିଲ୍ଲା ଗ୍ରିନ୍ ଜୋନ୍

ନୂଆଦିଲ୍ଲୀ: ମେ ୩ ତାରିଖରେ ପରିବର୍ଦ୍ଧିତ ଲକ୍‌ଡାଉନ୍ ଅବଧି ଶେଷ ହେବାକୁ ଯାଉଥିବା ବେଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ କଣ୍ଟେନ୍‌ମେଣ୍ଟ୍ ଜୋନ୍‌ର ତାଲିକା ଚୂଡ଼ାନ୍ତ କରିଛି। ସମ୍ପୃକ୍ତ ଅଞ୍ଚଳର କରୋନାଭାଇରସ୍ ପରିସ୍ଥିତିକୁ ଆଧାର କରି ଏଥିରେ ରାଜ୍ୟ ଓ ଜିଲ୍ଲାମାନଙ୍କୁ ବିଭିନ୍ନ ରେଡ୍, ଅରେଞ୍ଜ୍ ଓ ଗ୍ରିନ୍ ଜୋନ୍ ଭାବେ ବର୍ଗିକରଣ କରାଯାଇଛି। ସେଥିରୁ ଓଡ଼ିଶାର ୩ଟି ଜିଲ୍ଲା ଭଦ୍ରକ, ବାଲେଶ୍ୱର ଓ ଯାଜପୁରକୁ ରେଡ୍ ଜୋନ୍ ତାଲିକାଭୁକ୍ତ କରାଯାଇଛି। … Continue reading ପ୍ରକାଶ ପାଇଲା ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଚୂଡ଼ାନ୍ତ ତାଲିକା: ଓଡ଼ିଶାର ୩ ଜିଲ୍ଲା ରେଡ୍, ୬ ଜିଲ୍ଲା ଅରେଞ୍ଜ୍‌ ଓ ୨୧ ଜିଲ୍ଲା ଗ୍ରିନ୍ ଜୋନ୍