ପ୍ର୍ରଧାନ ବିଚାରପତିଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ପ୍ରସଂଗ:ପ୍ରତିବାଦରେ ଆଇନଜୀବୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

  କଟକ : ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଦୀପକ ମିଶ୍ରଙ୍କ ବିରୋଧରେ କେତେକ ରାଜନୈତିକ ଦଳ ମହା ଅଭିଯୋଗ ପ୍ରସ୍ତାବ ଆଣିବା ପାଇଁ ଉଦ୍ୟମ କରିବା ଘଟଣାର ପ୍ରତିବାଦରେ ଆଇନଜୀବୀମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଆଜି ମଧ୍ୟାହ୍ନରେ ହାଇକୋର୍ଟ ବାର୍‌ ଆସୋସିଏସନ୍‌ ସାଧାରଣ ପରିଷଦର ଜରୁରି ବୈଠକରେ ଏ ନେଇ ଆଲୋଚନା କରାଯାଇଥିଲା। ଏପରି ଉଦ୍ୟମକୁ ଆଇନଜୀବୀମାନେ ନିନ୍ଦା କରିଥିଲେ। ଏଭଳି ଘଟଣାର ପ୍ରତିବାଦରେ ଆଜି ମଧ୍ୟାହ୍ନରୁ … Continue reading ପ୍ର୍ରଧାନ ବିଚାରପତିଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ପ୍ରସଂଗ:ପ୍ରତିବାଦରେ ଆଇନଜୀବୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ