ଦେଶର ମୋଟ କରୋନା ସଂକ୍ରମିତ ସଂଖ୍ୟା ୪୨୮୩୬କୁ ବୃଦ୍ଧି, ମୃତ୍ୟୁସଂଖ୍ୟା ୧୩୮୯

ନୂଆଦିଲ୍ଲୀ : ଦେଶର ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୨୮୩୬ ରେ ପହଞ୍ଚିଛି। ଏହା ମଧ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨୯୬୮୫ ଥିବାବେଳେ ମୃତ୍ୟୁସଂଖ୍ୟା ୧୩୮୯ ରହିଛି। ତେବେ ଦେଶରେ ଏପର୍ଯ୍ୟନ୍ତ ୧୧୭୬୧ ଜଣ ଆରୋଗ୍ୟ ଲାଭ କଲେଣି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଆଜି ସଂଧ୍ୟାରେ ଜାରି ତଥ୍ୟରୁ ଜଣାପଡ଼ିଛି। ଏହା ପୂର୍ବରୁ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଥିଲା ଯେ ଗତ ୨୪ ଘଣ୍ଟାରେ ଦେଶରେ ୧୦୭୪ … Continue reading ଦେଶର ମୋଟ କରୋନା ସଂକ୍ରମିତ ସଂଖ୍ୟା ୪୨୮୩୬କୁ ବୃଦ୍ଧି, ମୃତ୍ୟୁସଂଖ୍ୟା ୧୩୮୯