ସନ୍ଧ୍ୟା ୭ରୁ ସକାଳ ୭ ଘରୁ ବାହାରିବା ମନା :ଟ୍ୱିଟ କରି ଅନୁରୋଧ କଲେ କମିଶନର

ଭୁବନେଶ୍ୱର: ଏଣିକି ରାଜଧାନୀ ଭୁବନେଶ୍ୱର-କଟକରେ ସନ୍ଧ୍ୟା ୭ଟାରୁ ସକାଳ ୭ଟା ଘରୁ ବାହାରିବା ମନା। ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଏ ବାବଦରେ ସୂଚନା ଦେଇଛନ୍ତି। ଅତି ଜରୁରୀ କାମ ନଥିଲେ ଘରୁ ନ ବାହାରିବାକୁ କମିଶନର ଅନୁରୋଧ କରିଛନ୍ତି। ଲକଡାଉନ ସ୍ଥିତି ଜାରି ରହିଥିବାବେଳେ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣରେ ନିୟୋଜିତ କର୍ମଚାରୀଙ୍କ ପାଇଁ ଏହି ନିୟମ ଲାଗୁ ହେବ ନାହିଁ। ଜରୁରୀ ସ୍ୱାସ୍ଥ୍ୟ ସମସ୍ୟା ନଥିଲେ ସନ୍ଧ୍ୟା ୭ଟାରୁ … Continue reading ସନ୍ଧ୍ୟା ୭ରୁ ସକାଳ ୭ ଘରୁ ବାହାରିବା ମନା :ଟ୍ୱିଟ କରି ଅନୁରୋଧ କଲେ କମିଶନର