ପ୍ରଥମ ମୃତ୍ୟୁର ଠିକ୍ ମାସକ ପରେ ଓଡ଼ିଶାରେ ଦ୍ଵିତୀୟ କରୋନା ମୃତ୍ୟୁ

ଭୁବନେଶ୍ୱର: ଆଜି ରାଜ୍ୟରେ ଦ୍ଵିତୀୟ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ଏହି ୭୭ ବର୍ଷୀୟ ବ୍ୟକ୍ତି ଜଣକ ଭୁବନେଶ୍ୱର ମଧୁସୂଦନ ନଗର ଅଞ୍ଚଳର ହୋଇଥିବାବେଳେ ତାଙ୍କର ମଧୁମେହ ସହ କିଡ଼ନୀ ଜନିତ ସମସ୍ୟା ଥିଲା। ଗତକାଲି କିମସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ତେବେ ଠିକ ମାସକ ପରେ ଓଡ଼ିଶାରେ ଦ୍ଵିତୀୟ କରୋନା ମୃତ୍ୟୁ ହୋଇଛି। ଏପ୍ରିଲ ୬ ତାରିଖରେ ଓଡ଼ିଶାରେ ପ୍ରଥମ କରୋନା ମୃତ୍ୟୁ … Continue reading ପ୍ରଥମ ମୃତ୍ୟୁର ଠିକ୍ ମାସକ ପରେ ଓଡ଼ିଶାରେ ଦ୍ଵିତୀୟ କରୋନା ମୃତ୍ୟୁ