ରାଜ୍ୟରେ ଦିନକରେ ସର୍ବାଧିକ ୩୪ଜଣ କରୋନା ପଜିଟିଭ୍ ଚିହ୍ନଟ:ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୯କୁ ବୃଦ୍ଧି

ଭୁବନେଶ୍ୱରରେ ଆଉ ୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ଭୁବନେଶ୍ୱର: ଆଜି ରାଜ୍ୟରେ ସର୍ବାଧିକ ୩୪ ଜଣ କରୋନା ପଜିଟିଭ୍ ହୋଇଥିବା ଜଣାଯାଇଛି। ଏମାନଙ୍କ ଭିତରୁ ୨୪ଜଣ ଗଞ୍ଜାମ, ଭୁବନେଶ୍ୱର ଓ ମୟୁରଭଞ୍ଜ ଜିଲ୍ଲାର ୩ ଜଣ ଲେଖାଏଁ ବୋଲି ଜଣାଯାଇଛି। ଏହାଫଳରେ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ୱେବସାଇଟରେ ସୂଚନା ଦିଆଯାଇଛି। ଆଜି ମୟୂରଭଞ୍ଜ ଜିଲ୍ଲା କରୋନା ସଂକ୍ରମିତ … Continue reading ରାଜ୍ୟରେ ଦିନକରେ ସର୍ବାଧିକ ୩୪ଜଣ କରୋନା ପଜିଟିଭ୍ ଚିହ୍ନଟ:ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୯କୁ ବୃଦ୍ଧି