ଭୁବନେଶ୍ୱରରେ ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ବିରିୟାନି ଡେଲିଭରି ବୟ

ଭୁବନେଶ୍ୱର: କିଛି ଦିନ ବ୍ୟବଧାନ ପରେ ରାଜଧାନୀ ଭୁବନେଶ୍ୱରରେ ୩ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପୁଣି ଆତଙ୍କ ଖେଳି ଯାଇଛି। ସବୁଠୁ ବଡ଼ କଥା ହେଲା ମଞ୍ଚେଶ୍ୱରରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ଜଣେ ବିରିଆନି ଡେଲିଭରି ବୟ ବୋଲି ଜଣାପଡ଼ିଛି। କରୋନା ପଜିଟିଭ୍ ବାହାରିବା ପରେ ତାଙ୍କୁ ତୁରନ୍ତ ଆଇସୋଲେସନ୍‌ରେ ଭର୍ତ୍ତି କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ଟିମ୍ ସ୍ଥାନୀୟ ମଞ୍ଚେଶ୍ୱର ପୁଲିସ ଡେଲିଭରି ବୟଙ୍କ ଘରେ … Continue reading ଭୁବନେଶ୍ୱରରେ ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ବିରିୟାନି ଡେଲିଭରି ବୟ