ସୁଧୁରୁନାହାନ୍ତି ରାଜଧାନୀବାସୀ:ସାମାଜିକ ଦୂରତ୍ୱକୁ ଫୁ

ଭୁବନେଶ୍ୱର: କରୋନା ରାଜଧାନୀ ପିଛା ଛାଡ଼ୁନି। ଗତ ମାସ ୧୪ ତାରିଖ ପରେ ରାଜଧାନୀରେ କେହି କରୋନା ସଂକ୍ରମିତ ଚିହ୍ନଟ ହୋଇ ନ ଥିଲେ। ମାତ୍ର ୨୮ ତାରିଖରେ ମଧୁସୂଦନ ନଗରର ଜଣେ ବୃଦ୍ଧ ଚିହ୍ନଟ ହେବା ଓ ପରେ ପ୍ରାଣ ହରାଇବା ପୁଣିଥରେ ରାଜଧାନୀବାସୀଙ୍କ ଡର ବଢ଼ାଇ ଦେଇଥିଲା। ଏହାର ୯ଦିନ ପରେ ପୁଣି ରାଜଧାନୀରେ ୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶାବଳୀ ଅନୁଯାୟୀ, … Continue reading ସୁଧୁରୁନାହାନ୍ତି ରାଜଧାନୀବାସୀ:ସାମାଜିକ ଦୂରତ୍ୱକୁ ଫୁ