ଦୂରଦର୍ଶନ,ଆକାଶବାଣୀରେ ପାକ ଅଧିକୃତ କଶ୍ମୀର ଓ ଗିଲଗିଟ-ବାଲଟିସ୍ତାନର ପାଣିପାଗ ରିପୋର୍ଟ ପ୍ରସାରଣକୁ ପାକିସ୍ତାନର ବିରୋଧ

ଇସ୍ଲାମାବାଦ: ଭାରତୀୟ ପାଣିପାଗ ବିଭାଗ, ରାଷ୍ଟ୍ରୀୟ ପ୍ରସାରଣ ସେବା ଦୂରଦର୍ଶନ ଓ ଆକାଶବାଣୀରେ ପାକ-ଅଧିକୃତ କଶ୍ମୀର, ଗିଲଗିଟ-ବାଲଟିସ୍ତାନର ପାଣିପାଗ ରିପୋର୍ଟ ପ୍ରସାରଣକୁ ପାକିସ୍ତାନ ତୀବ୍ର ବିରୋଧ କରିଛି। ଏହା ବେଆଇନ ଓ ଜାତିସଂଘ ନିୟମର ବିରୋଧୀ ବୋଲି ପାକିସ୍ତାନ ସରକାର କହିଛନ୍ତି। ପାକିସ୍ତାନ ବୈଦେଶିିକ ମନ୍ତ୍ରାଳୟ ପକ୍ଷରୁ କୁହାଯଇଛି ଭାରତ ପକ୍ଷରୁ ଗତ ବର୍ଷ ଜାରି ରାଜନୈତିକ ମାନଚିତ୍ର ଯେପରି ବେଆଇନ ଏହାର ପାଣିପାଗ ରିପୋର୍ଟ ମଧ୍ୟ ବେଆଇନ ଓ … Continue reading ଦୂରଦର୍ଶନ,ଆକାଶବାଣୀରେ ପାକ ଅଧିକୃତ କଶ୍ମୀର ଓ ଗିଲଗିଟ-ବାଲଟିସ୍ତାନର ପାଣିପାଗ ରିପୋର୍ଟ ପ୍ରସାରଣକୁ ପାକିସ୍ତାନର ବିରୋଧ