ରାଜ୍ୟରେ ଆଉ ୨୦ କରୋନା ପଜିଟିଭ ଚିହ୍ନଟ: ୪୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ୪୦୦ ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବର୍ତ୍ତମାନ ଆଉ ନୂଆ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଓଡ଼ିଶାରେ କରୋନା ପଜିଟିଭଙ୍କ ସଂଖ୍ୟା ୪୧୪ରେ ପହଞ୍ଚିଛି। ଏହି ନୂଆ ୨୦ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୧୭ ଜଣ, ସୁନ୍ଦରଗଡ଼ରୁ ୨ ଜଣ ଓ ବୌଦ୍ଧରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ବିଭାଗର ୱେବସାଇଟ ଅନୁଯାୟୀ ବର୍ତ୍ତମାନ ରାଜ୍ୟରେ ୪୧୪ ଜଣ କରୋନା ପଜିଟିଭ ଚିହ୍ନଟ … Continue reading ରାଜ୍ୟରେ ଆଉ ୨୦ କରୋନା ପଜିଟିଭ ଚିହ୍ନଟ: ୪୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା