ପ୍ରଥମରୁ ହିଁ ଆଇଆରସିଟିସି ଓ୍ୱେବସାଇଟ୍ ଅଚଳ:ସମସ୍ୟାରେ ଯାତ୍ରୀ

ନୂଆଦିଲ୍ଲୀ : ମଙ୍ଗଳବାରଠାରୁ ଆଂଶିକ ଭାବେ ଯାତ୍ରୀବାହୀ ରେଳସେବା ଆରମ୍ଭ ହେଉଥିବାବେଳେ ଆଜି ଅପରାହ୍ନ ୪ଟାରୁ ଆଇଆରସିଟିସି ପୋର୍ଟାଲରେ ବୁକିଂ ଆରମ୍ଭ ହୋଇଛି। ତେବେ ବୁକିଂ ଖୋଲିବାର ଅଳ୍ପ କିଛି ସମୟ ମଧ୍ୟରେ ହିଁ ପ୍ରବଳ ଟ୍ରାଫିକ ଯୋଗୁଁ ଆଇଆରସିଟିସି ପୋର୍ଟାଲଟି ଅଚଳ ହୋଇଯାଇଥିଲା। ଯାତ୍ରୀମାନେ ତାହାକୁ ବୁକିଂ କରିବାକୁ ଉଦ୍ୟମ କରି ବିଫଳ ହୋଇଥିଲେ। ଏହା ପରେ ରେଳ ମନ୍ତ୍ରାଳୟ ପକ୍ଷରୁ ଏକ ବୟାନ ଜାରି କରି କୁହାଯାଇଛି … Continue reading ପ୍ରଥମରୁ ହିଁ ଆଇଆରସିଟିସି ଓ୍ୱେବସାଇଟ୍ ଅଚଳ:ସମସ୍ୟାରେ ଯାତ୍ରୀ