‘ଲକ୍‌ଡାଉନ୍‌ ଯୋଗୁ ନିୟନ୍ତ୍ରଣରେ କରୋନା’

ନୂଆଦିଲ୍ଲୀ: ଦେଶରେ ସଂକ୍ରମଣର ମାତ୍ରା ଦ୍ରୁତ ଗତିରେ ବଢ଼ି ଚାଲିଛି। ସଂକ୍ରମଣ ବଢ଼ି ଚାଲିଥିଲେ ମଧ୍ୟ ଲକ୍‌ଡାଉନ୍‌ ଏହାକୁ ଅନେକ ମାତ୍ରାକୁ ନିୟନ୍ତ୍ରଣ କରିହୋଇଛି। ମେ’ ୧୭ ତାରିଖ ପର୍ଯ୍ୟନ୍ତ ଯଦି ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ସଠିକ୍‌ ଭାବେ କାର୍ଯ୍ୟକାରୀ ହୁଏ ତେବେ ଅକ୍ଟୋବର ବେଳକୁ ଦେଶରେ ପ୍ରାୟ ୩୦ ଲକ୍ଷ ଲୋକ କରୋନା ଆକ୍ରାନ୍ତ ହେବାର ସମ୍ଭାବନା ରହିଛି। କିନ୍ତୁ ଯଦି ଲକ୍‌ଡାଉନ୍‌ ନଥାନ୍ତା ତେବେ ଅକ୍ଟୋବର ବେଳକୁ … Continue reading ‘ଲକ୍‌ଡାଉନ୍‌ ଯୋଗୁ ନିୟନ୍ତ୍ରଣରେ କରୋନା’