ମେ୧୮ରୁ ଦେଶରେ ‘ଲକଡାଉନ୍-୪’, ସଂପୂର୍ଣ୍ଣ ନୂତନ ରୂପରେଖ ନେଇ ଆସିବ ବୋଲି ସଂକେତ ଦେଲେ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶବାସୀଙ୍କୁ ସମ୍ବୋଧନ କରିବା ସହ କରୋନା ବିରୋଧରେ ଯୁଦ୍ଧକୁ ଜିତିବା ଲାଗି ଆଉ ଏକ ପର୍ଯ୍ୟାୟର ଲକଡାଉନ୍ ଜାରି ହେବା ନେଇ ସଂକେତ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଦେଶବାସୀଙ୍କୁ ଲକଡାଉନ୍-୪ ଜାରି ହେବା ନେଇ ସ୍ପଷ୍ଟ କରିଛନ୍ତି। ଏଥିସହ ସେ କହିଛନ୍ତି ଯେ ଆଗାମୀ ଲକଡାଉନ୍ ଅନ୍ୟ ୩ଟି ପର୍ଯ୍ୟାୟର ଲକଡାଉନ୍ ଠାରୁ ଭିନ୍ନ ହେବ। ଏହା ସଂପୂର୍ଣ୍ଣ ନୂତନ ରୂପରେଖ ନେଇ … Continue reading ମେ୧୮ରୁ ଦେଶରେ ‘ଲକଡାଉନ୍-୪’, ସଂପୂର୍ଣ୍ଣ ନୂତନ ରୂପରେଖ ନେଇ ଆସିବ ବୋଲି ସଂକେତ ଦେଲେ ମୋଦୀ