ଘରେ ବସି ଦେଖନ୍ତୁ ନିଜ ଅଞ୍ଚଳର କ୍ଵାରେଣ୍ଟିନ ସେଣ୍ଟରର ଭିତିରି ଦୃଶ୍ୟ ଓ ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଆରମ୍ଭ ହେଲା ଜିଆଇଏସ ମ୍ୟାପିଂ ସିଷ୍ଟମ ଭୁବନେଶ୍ୱର: ସମଗ୍ର ରାଜ୍ୟରେ କରୋନାକୁ ମୁକାବିଲା କରିବା ପାଇଁ ସୂଚନା ଓ ପ୍ରଯୁକ୍ତିବିଦ୍ୟା ବିଭାଗ ମଧ୍ୟ ଅଣ୍ଟା ଭିଡିଛି। କୋଭିଡ ପଞ୍ଜିକରଣ ହେଉ ବା କ୍ଵାରେଣ୍ଟିନ ସେଣ୍ଟର ବାବଦରେ ତଥ୍ୟ ଜାଣିବାକୁ ହେଉ ଏହି ବିଭାଗ କିଭଳି କାର୍ଯ୍ୟ କରୁଛି ସେ ବାବଦରେ ଆଜି ବିସ୍ତୃତ ତଥ୍ୟ ଦେଇଛନ୍ତି ସୂଚନା ଓ ପ୍ରଯୁକ୍ତିବିଦ୍ୟା ସଚିବ ମନୋଜ ମିଶ୍ର। ତେବେ ରାଜ୍ୟ ସରକାର ଏବେ … Continue reading ଘରେ ବସି ଦେଖନ୍ତୁ ନିଜ ଅଞ୍ଚଳର କ୍ଵାରେଣ୍ଟିନ ସେଣ୍ଟରର ଭିତିରି ଦୃଶ୍ୟ ଓ ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ