୨୦ ଲକ୍ଷ କୋଟି ଟଙ୍କା ପ୍ୟାକେଜର ପୁନର୍ବିଚାର କର, ଲୋକଙ୍କୁ ଟଙ୍କା ଦିଅ: ରାହୁଳ ଗାନ୍ଧୀ

ନୂଆଦିଲ୍ଲୀ: ଶନିବାର ଦିନ କଂଗ୍ରେସ ନେତା ରାହୁଳ ଗାନ୍ଧୀ କହିଛନ୍ତି ଯେ ସରକାର ୨୦ ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ୍‌ର ପୁନର୍ବିଚାର କରି ଲକ୍‌ଡାଉନ୍ ଯୋଗୁଁ ଦୁର୍ଦ୍ଦଶାଗ୍ରସ୍ତ ହେଉଥିବା ଲୋକଙ୍କ ପାଖକୁ ସିଧାସଳଖ ଟଙ୍କା ପଠାଇବା କଥା ଚିନ୍ତା କରିବା ଆବଶ୍ୟକ। ଆଜି ମଧ୍ୟାହ୍ନରେ ରାହୁଳ ଇଲେକ୍ଟ୍ରୋନିକ୍ ରିଜିଓନାଲ୍ ନିଉଜ୍ ମି‌ଡିଆମାନଙ୍କର ପ୍ରଶ୍ନର ଉତ୍ତର ଦେବା ବେଳେ ଏ କଥା କହିଛନ୍ତି। ରାହୁଳ ଗାନ୍ଧୀ କହିଲେ, ଉପବାସରେ ଚାଲି … Continue reading ୨୦ ଲକ୍ଷ କୋଟି ଟଙ୍କା ପ୍ୟାକେଜର ପୁନର୍ବିଚାର କର, ଲୋକଙ୍କୁ ଟଙ୍କା ଦିଅ: ରାହୁଳ ଗାନ୍ଧୀ