ରାଜ୍ୟରେ ୯୧ ଜଣ ନୂଆ କରୋନା ସଂକ୍ରମିତ: ୪ ମୃତ , ସ୍ପଷ୍ଟ କଲା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ

ଭୁବନେଶ୍ୱର: ଆଜି ସକାଳେ ଗଞ୍ଜାମ ଜିଲ୍ଲାର ଦୁଇ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଥିଲା। ହେଲେ ଏବେ ତ୍ରୁଟି ସୁଧାରି ବିଭାଗ ପକ୍ଷରୁ କୁହାଯାଇଛି ଯେ ଏ ଦୁଇ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଜଣଙ୍କର ରିପୋର୍ଟ ନେଗେଟିଭ୍ ଥିଲା। ଏଣୁ ଏବେ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ନୁହେଁ, ବରଂ ୪ ବୋଲି କୁହାଯାଇଛି। … Continue reading ରାଜ୍ୟରେ ୯୧ ଜଣ ନୂଆ କରୋନା ସଂକ୍ରମିତ: ୪ ମୃତ , ସ୍ପଷ୍ଟ କଲା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ