ମଧ୍ୟମରୁ ପ୍ରବଳ ବର୍ଷା ପାଇଁ ୧୨ଟି ଜିଲ୍ଲାକୁ ଆଲର୍ଟ:ବଜ୍ରପାତ ପାଇଁ କିଛି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସିିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇଥିବା ବାତ୍ୟା ଅମ୍ଫାନ୍‌ ଆଜି ସନ୍ଧ୍ୟାରେ ଭେରି ସିଭିୟର ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହେବା ନେଇ ଅନୁମାନ କରାଯାଉଛି। ଏହା ଏବେ ପାରାଦୀପ ଠାରୁ ଦକ୍ଷିଣ ଦିଗରେ ପ୍ରାୟ ୯୯୦ କିଲୋମିଟର ଦୂରରେ ରହିଛି। ଏହା ଘଂଟା ପ୍ରତି ୩ କିଲୋମିଟର ବେଗରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଆସନ୍ତା ୨୦ ତାରିଖ ଅପରାହ୍ନରୁ ସଂଧ୍ୟା ମଧ୍ୟରେ ଏହା ପଶ୍ଚିମବଙ୍ଗ ସାଗର ଦ୍ୱୀପ … Continue reading ମଧ୍ୟମରୁ ପ୍ରବଳ ବର୍ଷା ପାଇଁ ୧୨ଟି ଜିଲ୍ଲାକୁ ଆଲର୍ଟ:ବଜ୍ରପାତ ପାଇଁ କିଛି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି