ପୁଲିସ କର୍ମଚାରୀଙ୍କୁ କରୋନା:ସୂଚନା ଦେଲା କମିସନରେଟ୍ ପୁଲିସ

ଭୁବନେଶ୍ୱର:ରାଜ୍ୟରେ ଜଣେ ପୁଲିସ କର୍ମଚାରୀ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ଏ ନେଇ ଭୁବନେଶ୍ୱର-କଟକ ପୁଲିସ କମିସନ୍‌ରେଟ୍‌ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ପ୍ରାପ୍ତ ତଥ୍ୟ ଅନୁସାରେ, ଛୁଟିରେ ଥିବା କମିସନ୍‌ରେଟ୍‌ ପୁଲିସର ଜଣେ କର୍ମଚାରୀ କାର୍ଯ୍ୟରେ ଯୋଗ ଦେବା ପରେ ତାଙ୍କର ନମୁନା ପରୀକ୍ଷା କରାଯାଇଥିଲା ଓ ନମୁନା ପଜିଟିଭ୍‌ ଆସିଥିଲା। କରୋନା ଆକ୍ରାନ୍ତ ହୋଇଥିବା କର୍ମଚାରୀଙ୍କ ବୟସ ୩୬ବର୍ଷ। ତେବେ ତାଙ୍କ ଠାରେ କରୋନାର … Continue reading ପୁଲିସ କର୍ମଚାରୀଙ୍କୁ କରୋନା:ସୂଚନା ଦେଲା କମିସନରେଟ୍ ପୁଲିସ