୧୦୨ ନୂଆ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ସରକାର : ୪୬ ପଶ୍ଚିମବଙ୍ଗ ଫେରନ୍ତା

ଭୁବନେଶ୍ୱରକୁ ଲେଉଟିଲା କରୋନା ଭୁବନେଶ୍ୱର :ରାଜ୍ୟରେ ମଙ୍ଗଳବାର ଚିହ୍ନଟ ୧୦୨ ନୂଆ କରୋନା ଆକ୍ରାନ୍ତଙ୍କ ତଥ୍ୟ ସରକାର ପ୍ରଦାନ କରିଛନ୍ତି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ପ୍ରଦତ୍ତ ସୂଚନା ଅନୁଯାୟୀ, ଏମାନଙ୍କ ଭିତରୁ ୪୬ଜଣ ହେଉଛନ୍ତି ପଶ୍ଚିମବଙ୍ଗ ଫେରନ୍ତା। ଏଥିମଧ୍ୟରୁ ଯାଜପୁରର ୩୦, ଭଦ୍ରକର ୧୨, ଅନୁଗୁଳର ୨ ଏବଂ ସମ୍ବଲପୁରର ୨ଜଣ ଅଛନ୍ତି। ଏମାନେ ସମସ୍ତେ ସଙ୍ଗରୋଧରେ ଥିଲେ ବୋଲି ସରକାର ତଥ୍ୟ … Continue reading ୧୦୨ ନୂଆ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ସରକାର : ୪୬ ପଶ୍ଚିମବଙ୍ଗ ଫେରନ୍ତା