ଆଜି ପୁଣି ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ, ୬ରେ ପହଞ୍ଚିଲା ରାଜ୍ୟରେ ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେ ଖୋର୍ଦ୍ଧା ଜିଲ୍ଲାର ଏବଂ ତାଙ୍କ ବୟସ ୭୦ ବର୍ଷ ବୋଲି ଜଣାଯାଇଛି। ଏବେ ମୃତ୍ୟୁ ସଂଖ୍ୟା ୬ରେ ପହଞ୍ଚିଛି। ସୂଚନାଯୋଗ୍ୟ, ଏହା ପୂର୍ବରୁ କଟକର ୭୫ବର୍ଷର ଜଣେ ବ୍ୟକ୍ତି କରୋନାରେ ପ୍ରାଣ ହରାଇଥିଲେ। ତାଙ୍କର ଅନ୍ୟାନ୍ୟ ଜଟିଳ ରୋଗ ଥିବା ସହିତ ନିଶ୍ଵାସ ପ୍ରଶ୍ଵାସରେ ସମସ୍ୟା ରହିଥିଲା। ଗତ ୧୭ତାରିଖରେ ଭୁବନେଶ୍ୱର ଏମ୍‌ସରେ ତାଙ୍କୁ ଭର୍ତି … Continue reading ଆଜି ପୁଣି ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ, ୬ରେ ପହଞ୍ଚିଲା ରାଜ୍ୟରେ ମୃତକଙ୍କ ସଂଖ୍ୟା