ପୁଣି ୬୭ କରୋନା ପଜିଟିଭ୍ ଚିହ୍ନଟ:ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୬୭ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ହୋଇଥିବା ୬୭ଜଣଙ୍କ ମଧ୍ୟରୁ ୬୦ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୪ଜଣ ହୋମ୍ କ୍ଵାରେଣ୍ଟାଇନରେ ଏବଂ ୩ଜଣ ସ୍ଥାନୀୟ ଲୋକ ଅଛନ୍ତି। ଆଜି ପୁରୀ ଜିଲ୍ଲାରୁ … Continue reading ପୁଣି ୬୭ କରୋନା ପଜିଟିଭ୍ ଚିହ୍ନଟ:ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬କୁ ବୃଦ୍ଧି