ପୁଣି ୧୦୩ଜଣ କରୋନା ପଜିଟିଭ୍ ଚିହ୍ନଟ: ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩୮କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୦୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା କରୋନା ପଜିଟିଭଙ୍କ ସଂଖ୍ୟା ସବୁଠାରୁ ଅଧିକ ବୋଲି ଜଣାଯାଇଛି। କାରଣ ଆଗରୁ ଏତେ ସଂଖ୍ୟକ କରୋନା ଆକ୍ରାନ୍ତ କେବେ ବି ଚିହ୍ନଟ ହୋଇ ନ … Continue reading ପୁଣି ୧୦୩ଜଣ କରୋନା ପଜିଟିଭ୍ ଚିହ୍ନଟ: ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩୮କୁ ବୃଦ୍ଧି