କରୋନା ଯୁଦ୍ଧ ଏକ ଲମ୍ବା ଯୁଦ୍ଧ,ଆଗାମୀ ୧୫ ଦିନରୁ ୧ ମାସ ଆମ ପାଇଁ ବଡ଼ ଚ୍ୟାଲେଞ୍ଜ : ମୁଖ୍ୟମନ୍ତ୍ରୀ

ସାମାଜିକ ଦୂରତା ସାମାଜିକ ବାସନ୍ଦ ନୁହେଁ ଭୁବନେଶ୍ୱର: କରୋନା ଯୁଦ୍ଧ ଏକ ଲମ୍ବା ଯୁଦ୍ଧ ଏବଂ ଏ ପର୍ଯ୍ୟନ୍ତ ଆମେ ଏହାକୁ ସଫଳତା ସହିତ ପରିଚାଳନା କରି ଆସିଛୁ। ଆମର ଅନୁଭୂତିକୁ ଆଧାର କରି କୌଶଳର ପୁନଃନିର୍ଦ୍ଧାରଣ କରିବା ଦିଗରେ ଆଭିମୁଖ୍ୟ ପ୍ରସ୍ତୁତ କରିବାକୁ ହେବ। ବିମାନ ଓ ରେଳସେବା ଆରମ୍ଭ ହେବା ଦ୍ୱାରା ଆଗାମୀ ୧୫ ଦିନରୁ ଏକ ମାସ ପର୍ଯ୍ୟନ୍ତ ସମୟ ଆମ ପାଇଁ ଅଧିକ ଆହ୍ଵାନମୂଳକ … Continue reading କରୋନା ଯୁଦ୍ଧ ଏକ ଲମ୍ବା ଯୁଦ୍ଧ,ଆଗାମୀ ୧୫ ଦିନରୁ ୧ ମାସ ଆମ ପାଇଁ ବଡ଼ ଚ୍ୟାଲେଞ୍ଜ : ମୁଖ୍ୟମନ୍ତ୍ରୀ