କଳିଙ୍ଗ ଷ୍ଟାଡିଅମରେ ସୁପର କପ ଲଢ଼େଇ ଆଜି

ଭୁବନେଶ୍ୱର: ସୁପର କପ୍‌ ଫୁଟ୍‌ବଲ୍‌ ପ୍ରତିଯୋଗିତାର ପ୍ରଥମ ସଂସ୍କରଣ ଶନିବାରଠୁ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବ। ଏଥିଲାଗି କଳିଙ୍ଗ ଷ୍ଟାଡିୟମ ପୁରା ପ୍ରସ୍ତୁତ ରହିଛି। ଏସୀୟ ଦୌଡ଼କୁଦ ପରେ ହକି ବିଶ୍ୱଲିଗ୍‌ ଫାଇନାଲ୍ସ କଳିଙ୍ଗ ଷ୍ଟାଡିୟମରେ ସଫଳତାର ସହ ଆୟୋଜିତ ହୋଇଥିଲା। ଏହାପରେ ଆଇଏସ୍‌ଏଲ୍‌ର ଜାମସେଦପୁର ଏଫ୍‌ସି-ବେଙ୍ଗାଲୁରୁ ଏଫ୍‌ସି ମ୍ୟାଚ୍‌ ଖେଳାଯାଇ ଫୁଟ୍‌ବଲ୍‌ ପ୍ରତିଯୋଗିତାର ଶୁଭାରମ୍ଭ ହୋଇଥିଲା। ଏହାର ସଫଳତା ପରେ ଭୁବନେଶ୍ୱରକୁ ମିଳିଥିଲା ସୁପର କପ୍‌ ଆୟୋଜନ ଅଧିକାର। … Continue reading କଳିଙ୍ଗ ଷ୍ଟାଡିଅମରେ ସୁପର କପ ଲଢ଼େଇ ଆଜି