ପୁଣି ୧୨୯ଜଣ କରୋନା ପଜିଟିଭ୍ ଚିହ୍ନଟ: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯୪୮କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୨୯ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯୪୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗୋଟିଏ ଦିନରେ ୧୨୯ କରୋନା ପଜିଟିଭ୍ ଚିହ୍ନଟ ହେବା ଫଳରେ ଏକ ନୂଆ ରେକର୍ଡ଼ ସୃଷ୍ଟି ହୋଇଛି ରାଜ୍ୟରେ। ଏଯାବତ୍ ଏତେ ସଂଖ୍ୟକ ଆକ୍ରାନ୍ତ ଏକାଥରକରେ ଚିହ୍ଟଟ ହୋଇ ନଥିଲେ। … Continue reading ପୁଣି ୧୨୯ଜଣ କରୋନା ପଜିଟିଭ୍ ଚିହ୍ନଟ: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯୪୮କୁ ବୃଦ୍ଧି