ପୁଣି ୧୪୧ଜଣ କରୋନା ପଜିଟିଭ୍ ଚିହ୍ନଟ: ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୪୧ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୩୧ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୧୦ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୮ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। … Continue reading ପୁଣି ୧୪୧ଜଣ କରୋନା ପଜିଟିଭ୍ ଚିହ୍ନଟ: ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫କୁ ବୃଦ୍ଧି