ପୁଣି ୯୦ଜଣ କରୋନା ପଜିଟିଭ୍ ଚିହ୍ନଟ: ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୯୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ୧୩ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୧୧ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୭୯ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। … Continue reading ପୁଣି ୯୦ଜଣ କରୋନା ପଜିଟିଭ୍ ଚିହ୍ନଟ: ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧି