ଭୁବନେଶ୍ୱରରେ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ:ସଂକ୍ରମିତଙ୍କ ମଧ୍ୟରେ ଏମସ୍ କର୍ମଚାରୀ

ଭୁବନେଶ୍ୱର: ଗୁରୁବାର ଭୁବନେଶ୍ୱରରୁ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଏହି ୪ ଜଣ ଚିହ୍ନଟ ହୋଇଥିବ‌ା ସୂଚନା ଦେଇଛି ଭୁବନେଶ୍ୱର ମହ‌ାନଗର ନିଗମ। ବିଏମସି ପକ୍ଷରୁ ଟୁଇଟ୍ କରି କୁହାଯାଇଛି, ଏହି ୪ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କଳିଙ୍ଗ ବିହାର ଅଞ୍ଚଳରୁ ଜଣେ ଆକ୍ରାନ୍ତ ରହିଥିବା ଜଣାପଡ଼ିଛି। ଏହି ଆକ୍ରାନ୍ତ ଜଣକ ହୋମ କ୍ଵାରେଣ୍ଟିନରେ ଥିଲେ ଏବଂ ସେ ପୂର୍ବରୁ କଳିଙ୍ଗ ବିହାରରେ … Continue reading ଭୁବନେଶ୍ୱରରେ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ:ସଂକ୍ରମିତଙ୍କ ମଧ୍ୟରେ ଏମସ୍ କର୍ମଚାରୀ