ପୁଣି ୧୩୦ଜଣ କରୋନା ପଜିଟିଭ୍ ଚିହ୍ନଟ: ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୩୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୬ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୨୪ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୧ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଆଜି କଟକ … Continue reading ପୁଣି ୧୩୦ଜଣ କରୋନା ପଜିଟିଭ୍ ଚିହ୍ନଟ: ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮କୁ ବୃଦ୍ଧି