ଭୁବନେଶ୍ୱରରେ ପୁଣି ୧୩ କରୋନା ପଜିଟିଭ୍‌ ଚିହ୍ନଟ:ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧ରେ ପହଞ୍ଚିଲା

ଭୁବନେଶ୍ୱର:ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୧୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୭ଜଣ ସଙ୍ଗରୋଧରେ ରହିଥିବା ବେଳେ ୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଏହି ସବୁ ମାମଲା ସାମ୍ନାକୁ ଆସିଥିବ‌ା ଜଣାପଡ଼ିଛି। ୬ଟି ସ୍ଥାନୀୟ ସଂକ୍ରମଣ ରାଜଧାନୀର ବିଭିନ୍ନ ସ୍ଥାନରୁ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱରର ୟୁନିଟ-୪ ଅଞ୍ଚଳରୁ ୨ଟି ସ୍ଥାନୀୟ ମାମଲା ଚିହ୍ନଟ ହୋଇଥିବା … Continue reading ଭୁବନେଶ୍ୱରରେ ପୁଣି ୧୩ କରୋନା ପଜିଟିଭ୍‌ ଚିହ୍ନଟ:ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧ରେ ପହଞ୍ଚିଲା