ପୁଣି ୧୭୩ କରୋନା ପଜିଟିଭ୍ ଚିହ୍ନଟ: ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧ରେ ପହଞ୍ଚିଲା

ଭୁବନେଶ୍ୱର: ଆଜି ଗୋଟିଏ ଦିନରେ ୧୭୩ କରୋନା ପଜିଟିଭ୍ ଚିହ୍ନଟ ହେବା ଫଳରେ ଏକ ନୂଆ ରେକର୍ଡ଼ ସୃଷ୍ଟି ହୋଇଛି ରାଜ୍ୟରେ। ଏଯାବତ୍ ଏତେ ସଂଖ୍ୟକ ଆକ୍ରାନ୍ତ ଏକାଥରକରେ ଚିହ୍ନଟ ହୋଇ ନଥିଲେ। ଏହା ଫଳରେ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୨୩ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୫୦ଜଣ … Continue reading ପୁଣି ୧୭୩ କରୋନା ପଜିଟିଭ୍ ଚିହ୍ନଟ: ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧ରେ ପହଞ୍ଚିଲା