ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସାଇକ୍ଲୋନିକ ସର୍କୁଲେସନ ୯ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହେବ:୧୦ରୁ ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର:ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଆସନ୍ତା କାଲି ସୃଷ୍ଟି ହେବାକୁ ଥିବା ସାଇକ୍ଲୋନିକ ସର୍କୁଲେସନ ଆସନ୍ତା ୯ ତାରିଖ ସୁଦ୍ଧା ଆହୁରି ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ। ପରେ ଏହା ଭାରତର ପୂର୍ବତଟ ଆଡ଼କୁ ଗତି କରିବ ବୋଲି ପାଣିପାଗ ବିଶେଷଜ୍ଞମାନେ କହିଛନ୍ତି। ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟର ରିପୋର୍ଟ ଅନୁସାରେ ଏହି ଲଘୁଚାପ ଓଡ଼ିଶା ଓ ପଶ୍ଚିମବଙ୍ଗକୁ ମୌସୁମୀକୁ ଟାଣିବାରେ ସହାୟକ ହେବ। ଏଥିପାଇଁ ଏହି ପାଣିପାଗ ସିଷ୍ଟମକୁ ମନସୁନ … Continue reading ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସାଇକ୍ଲୋନିକ ସର୍କୁଲେସନ ୯ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହେବ:୧୦ରୁ ଓଡ଼ିଶାରେ ପ୍ରବଳ ବର୍ଷା