ଦଶପଲ୍ଲାରୁ ବାଘ ଓ ହରିଣ ଛାଲ ଜବତ, ଦୁଇ ଗିରଫ

ନୟାଗଡ଼: ନୟାଗଡ଼ ଜିଲ୍ଲାର ଦଶପଲ୍ଲା ଥାନା ଅଞ୍ଚଳରୁ ବାଘ ଓ ହରିଣ ଛାଲ ବେପାର କରୁଥିବା ଦୁଇ ବ୍ୟବସାୟୀଙ୍କୁ ଏସଟିଏଫ୍ ଗିରଫ କରିଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଏସଟିଏଫ୍ ଗିରିପୁଜା ଜଙ୍ଗଲରେ ଚଢ଼ାଉ କରିଥିଲା। ଏଠାରେ ବାଘ ଓ ହରିଣ ଛାଲ ବିକ୍ରୟ ନେଇ ମୁଲଚାଲ ଚାଲିଥିବା ବେଳେ ଏସଟିଏଫ୍ ସାକେଣୀ ଗ୍ରାମର ପ୍ରତାପ କୁମାର ନାୟକ ଓ ଦେଢ଼ସର ଗ୍ରାମର କିଶୋର ଚନ୍ଦ୍ର ଦେହୁରୀ ନାମକ ଦୁଇ … Continue reading ଦଶପଲ୍ଲାରୁ ବାଘ ଓ ହରିଣ ଛାଲ ଜବତ, ଦୁଇ ଗିରଫ