ଆଜି ରାଜ୍ୟରେ ୧୧୦ ଜଣ କରୋନା ପଜିଟିଭ ଚିହ୍ନଟ:ଜଗତସିଂହପୁରରୁ ସର୍ବାଧିକ ୩୩ ଜଣ

ଭୁବନେଶ୍ୱର: ରାଜ୍ୟରେ ଆଜି ୧୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୭ ଜଣ କ୍ୱାରେଣ୍ଟାଇନ ସେଣ୍ଟରରେ ଥିବାବେଳେ ୧୩ଟି ସ୍ଥାନୀୟ କେସ ବୋଲି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ହୋଇଥିବା ୧୧୦ ଜଣଙ୍କ ମଧ୍ୟରୁ ଜଗତସିଂହପୁରରୁ ସର୍ବାଧିକ ୩୩ ଜଣ, ରାୟଗଡାରୁ ୪ ଜଣ, କଟକରୁ ୨୦ ଜଣ, ଝାରସୁଗୁଡ଼ାରୁ ଜଣେ, ଖୋର୍ଦ୍ଧାରୁ ୧୪ ଜଣ, ନୟାଗଡ଼ରୁ … Continue reading ଆଜି ରାଜ୍ୟରେ ୧୧୦ ଜଣ କରୋନା ପଜିଟିଭ ଚିହ୍ନଟ:ଜଗତସିଂହପୁରରୁ ସର୍ବାଧିକ ୩୩ ଜଣ