୭ ଦିନ ପର୍ଯ୍ୟନ୍ତ ଭୁବନେଶ୍ୱର ମାର୍କେଟ ବିଲ୍‌ଡିଂ ସିଲ୍‌

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍-୨ ମାର୍କେଟ ବିଲ୍‌ଡିଂକୁ ବିଏମ୍‌ସି ଜୋନାଲ ଡେପୁଟି କମିସନର ସିଲ୍‌ କରିଛନ୍ତି। କୋଭିଡ-୧୯ ଗାଇଡ୍‌ ଲାଇନ୍‌ ଅନୁସାରେ ଦୋକାନ ଓ ମଲ୍‌ ଖୋଲିବାକୁ ଅନୁମତି ଦିଆଯାଇଥିଲା। କିନ୍ତୁ ଆସନ୍ତା ରବିବାର ରଜ ପଡ଼ୁଥିବାରୁ ମଲ୍‌ ଓ ଦୋକାନରେ ପ୍ରବଳ ଭିଡ ପରିଲକ୍ଷିତ ହୋଇଥିଲା। ଗ୍ରାହକଙ୍କ ମଧ୍ୟରେ ସାମାଜିକ ଦୂରତା ନ ରହିବାରୁ ବିଏମସି ପକ୍ଷରୁ ମାର୍କେଟ ବିଲ୍‌ଡିଂକୁ ସିଲ୍ କରାଯାଇଛି। ଏହି ସିଲ୍ ୭ ଦିନ ପର୍ଯ୍ୟନ୍ତ … Continue reading ୭ ଦିନ ପର୍ଯ୍ୟନ୍ତ ଭୁବନେଶ୍ୱର ମାର୍କେଟ ବିଲ୍‌ଡିଂ ସିଲ୍‌