ଭୁବନେଶ୍ୱରରେ ପୁଣି ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ମୋଟ୍ କରୋନା ପଜିଟିଭ୍ ଚିହ୍ନଟଙ୍କ ସଂଖ୍ୟା ୧୦୬ ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରେ ପୁଣି ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମସି(ଭୁବନେଶ୍ୱର ମହାନଗର ନିଗମ) ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ଜଣେ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ତାଙ୍କର ଘର ଡୁମଡୁମା ଅଞ୍ଚଳରେ ବୋଲି ଜଣାଯାଇଛି। ସେ ଜଣେ ୪୮ ବର୍ଷିୟ ପୁରୁଷ। ସେ ଗଞ୍ଜାମ ଜିଲ୍ଲା ଗସ୍ତ କରିଥିବାର ସୂଚନା ଦିଆଯାଇଛି। … Continue reading ଭୁବନେଶ୍ୱରରେ ପୁଣି ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ