ଫାଶୀ ଲଗାଇ ଆତ୍ମହତ୍ୟା କଲେ ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତ

ମୁମ୍ବାଇ : ବଲିଉଡରୁ ଏକ ଦୁଃଖଦ ଖବର ଆସିଛି। ଜଣାଶୁଣା ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୁମ୍ବାଇସ୍ଥିତ ନିଜ ଘରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ତାଙ୍କର ଆତ୍ମହତ୍ୟା କରିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିବା ବେଳେ ଆତ୍ମହତ୍ୟା ପଛର କାରଣ ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଖବର ପାଇ ମୁମ୍ବାଇ ପୁଲିସ ତାଙ୍କ ଘରେ ତଦନ୍ତ ପାଇଁ ପହଁଚିଥିବା ଜଣା ପଡିଛି। ମୃତ୍ୟୁ ବେଳକୁ ତାଙ୍କୁ ୩୪ବର୍ଷ … Continue reading ଫାଶୀ ଲଗାଇ ଆତ୍ମହତ୍ୟା କଲେ ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତ