ରାଜଧାନୀରେ ପୁଣି ୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ:ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୨ରେ ପହଞ୍ଚିଲା

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରେ ପୁଣି ୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମସି (ଭୁବନେଶ୍ୱର ମହାନଗର ନିଗମ) ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଏହାଫଳରେ ଭୁବନେଶ୍ୱରରେ ମୋଟ୍ ପଜିଟିଭ୍ ଚିହ୍ନଟଙ୍କ ସଂଖ୍ୟା ୧୨୨ରେ ପହଞ୍ଚିଛି। ଏମାନଙ୍କ ଭିତରୁ ୨ ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୪ଜଣ ଗୃହ ସଙ୍ଗରୋଧରେ ଥିବା ସୂଚନା ଦିଆଯାଇଛି। ଦୁଇ ସ୍ଥାନୀୟ ସଂକ୍ରମିତ କପିଳେଶ୍ବର ଅଞ୍ଚଳର ଭଦ୍ରକ … Continue reading ରାଜଧାନୀରେ ପୁଣି ୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ:ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୨ରେ ପହଞ୍ଚିଲା